ଆଜି ଠାରୁ ରାଜ୍ୟରେ ସବୁ ସ୍କୁଲ କଲେଜ ବନ୍ଦ

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁଁ ରାଜ୍ୟରେ ସବୁ ସ୍କୁଲ କଲେଜ ବନ୍ଦ, ସବୁ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ । ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ ସୂଚନା ଦେଲେ ।

Leave a Reply

Your email address will not be published. Required fields are marked *