Sense and Sensible
ବାଲେଶ୍ଵର ନୁଣିଆଯୋଡି ପୋଲରେ ଭାରସାମ୍ୟ ହରାଇ ଓଲଟିଲା ବସ । ବାଲିଆପାଳରୁ ବାଲେଶ୍ଵର ଅଭିମୁଖେ ଯାଉଥିଲା ବସ । ୨୦ରୁ ଉର୍ଦ୍ଧ୍ଵ ଲୋକ ଆହତ ହୋଇଛନ୍ତି । ବସରେ ୪୦ରୁ ଅଧିକ ଯାତ୍ରୀ ଥିଲେ । ଉଦ୍ଧାର କାର୍ଯ୍ୟ ଜାରି ରହିଛି ।
Your email address will not be published. Required fields are marked *
Comment *
Name *
Email *
Website
Save my name, email, and website in this browser for the next time I comment.