ରାଜ୍ୟରେ ଖୁବଶୀଘ୍ର ଲାଗୁହେବ ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା

ରାଜ୍ୟରେ ଖୁବଶିଘ୍ର ଲଗୁହେବ ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା l ରାଜ୍ୟର ୧କୋଟି ପରିବାରର ସାଢ଼େ ୩କୋଟି ଲୋକଙ୍କୁ ବ୍ୟକ୍ତିଗତ ସ୍ୱାସ୍ଥ୍ୟ କାର୍ଡ ପ୍ରଦାନ କରାଯିବ । ଦେଶର ୨୭ହଜାରରୁ ଅଧିକ ହସ୍ପିଟାଲରେ ରାଜ୍ୟବାସୀଙ୍କୁ ମିଳିବ ସ୍ୱାସ୍ଥ୍ୟ ସେବା ସୁବିଧା । ଏନେଇ ସୂଚନା ଦେଲେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡାକ୍ତର ମୁକେଶ ମହାଲିଙ୍ଗ ।

Leave a Reply

Your email address will not be published. Required fields are marked *