ବଦଳିଲା ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତି, ଅର୍ପଣ ଚାଉଳରୁ ପ୍ରସ୍ତୁତ ହେଉଥିବା ମହାପ୍ରସାଦ ବଣ୍ଟନ ହେଲା ବନ୍ଦ । ସୁଆର ମହାସୁଆର ନିଯୋଗ ଏହାକୁ ଶ୍ରୀମନ୍ଦିର ରୋଷଶାଳାରେ ପ୍ରସ୍ତୁତ କରି ଶ୍ରୀମନ୍ଦିର ତିନି ଦ୍ଵାରାରେ ଭକ୍ତଙ୍କୁ ମାଗଣାରେ ବାଣ୍ଟୁଥିଲେ ।

Sense and Sensible