ଆଜି ଖାତାକୁ ଆସିବ ସୁଭଦ୍ରା ଟଙ୍କା । ଏଥର ୩୫ ଲକ୍ଷରୁ ଅଧିକ ମହିଳା ପାଇବେ ଲାଭ । ବାରିପଦାରୁ ହିତାଧିକାରୀଙ୍କ ଆକାଉଣ୍ଟକୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ପଠାଇବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । NPCI କ୍ଲିୟରାନ୍ସ ଥିବା ୩୫ ଲକ୍ଷରୁ ଅଧିକ ମହିଳାଙ୍କୁ ମିଳିବ ଏହି ଟଙ୍କା l