ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ

ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଜନ୍ମଦିନ l ୭୯ ବର୍ଷରେ ପାଦ ଥାପିଲେ ବିଜେଡି ସୁପ୍ରିମୋ, ବିକାଶ ପୁରୁଷଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ l

Leave a Reply

Your email address will not be published. Required fields are marked *