ଆଜି ବିଜୁ ଜୟନ୍ତି।ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ। ବିଜୁ ବାବୁଙ୍କ ଜୟନ୍ତୀକୁ ଆଡମ୍ବର ସହକାରେ ପାଳନ କରିବେ ରାଜ୍ୟ ସରକାର। ଏଥିପାଇଁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଜୟଦେବ ଭବନରେ ହେବାକୁ ଥିବା ଜୟନ୍ତୀ ସମାରୋହରେ ଉପସ୍ଥିତ ରହିବାକୁ ଡାକିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି।