ଆସନ୍ତା ଫେବ୍ରୁଆରି ୧୫ରୁ ଆରମ୍ଭ ହେବ ସିବିଏସ୍ଇ ଦଶମ ଓ ଦ୍ବାଦଶ ଥିଓରି ପରୀକ୍ଷା l ଉଭୟ ଶ୍ରେଣୀର ପରୀକ୍ଷା ପ୍ରତିଦିନ ପୂର୍ବାହ୍ନ ୧୦ଟା ୩୦ରେ ରହିଛି। ଦଶମ ଶ୍ରେଣୀ ପରୀକ୍ଷା ମାର୍ଚ୍ଚ ୧୮ ପର୍ଯ୍ୟନ୍ତ ଚାଲିବାକୁ ଥିବା ବେଳେ ଦ୍ବାଦଶ ଶ୍ରେଣୀ ପରୀକ୍ଷା ଏପ୍ରିଲ ୪ ଯାଏ ଚାଲିବ l

Sense and Sensible