ଆସନ୍ତା 12 ଘଣ୍ଟାରେ ବର୍ଷା

ଆସନ୍ତା 12 ଘଣ୍ଟାରେ ବର୍ଷା । ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର କଲା ଅନୁମାନ l କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *