ରାଜ୍ୟରେ ୬ ତାରିଖ ଯାଏଁ ଲାଗିରହିବ ବର୍ଷା । ଉତ୍ତର ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ । ଆହୁରି ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ତେଣୁ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ହେବ। ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, କୋରାପୁଟ, ବଲାଙ୍ଗୀର, ନୂଆପଡ଼ାରେ ଅଧିକ ହେବ ।