Sense and Sensible
ରାଜ୍ୟରେ ଏପ୍ରିଲରୁ ଆରମ୍ଭ ହେବ ପାର୍ଟ ପ୍ଳଟ ପଞ୍ଜୀକରଣ । ରାଜସ୍ୱ ବିଭାଗକୁ ଡ୍ରାଫ୍ଟ ଦେଲା ନଗର ଉନ୍ନୟନ ବିଭାଗ । ମାର୍ଚ୍ଚ ସୁଦ୍ଧା ବିଚାର ବିମର୍ଶକରି ଏପ୍ରିଲରୁ କାର୍ଯ୍ୟକାରୀ ନିଷ୍ପତ୍ତି । ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ।
Your email address will not be published. Required fields are marked *
Comment *
Name *
Email *
Website
Save my name, email, and website in this browser for the next time I comment.