ଓଡ଼ିଶା ଆସୁଛନ୍ତି ମୋହନ ଭାଗବତ

ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଙ୍ଘଚାଳକ ଡ. ମୋହନ ଭାଗବତ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆସନ୍ତା ୩୦ ତାରିଖରୁ ତାଙ୍କ ଗସ୍ତ ଆରମ୍ଭ ହେବ। ଏହାକୁ ସଂଘ ପକ୍ଷରୁ ଓଡ଼ିଶା ପ୍ରବାସ ବୋଲି କୁହାଯାଉଛି। ଭୁବନେଶ୍ୱର ସ୍ଥିତ ଉତ୍କଳ ବିପନ୍ନ ସହାୟତା ସମିତିଠାରେ ସଂଘର ବିଭିନ୍ନ କାର୍ଯ୍ୟକ୍ରମରେ ସେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

Leave a Reply

Your email address will not be published. Required fields are marked *