Sense and Sensible
ଆସନ୍ତାକାଲି ଚିତାଲାଗି ଅମାବାସ୍ୟା ,୪ ଘଣ୍ଟା ଶ୍ରୀମନ୍ଦିର ବନ୍ଦ । ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି କାରଣରୁ ସାଧାରଣ ଦର୍ଶନ ବନ୍ଦ । ଅପରାହ୍ନ ୨ଟା ୩୦ରୁ ସନ୍ଧ୍ୟା ୬ ଟା ୩୦ ପର୍ଯ୍ୟନ୍ତ ଦର୍ଶନ ବନ୍ଦ । ଆସନ୍ତାକାଲି ମହାପ୍ରଭୁଙ୍କ ମସ୍ତକରେ ସୁବର୍ଣ୍ଣ ଚିତା ଲାଗି ହେବ ।
Your email address will not be published. Required fields are marked *
Comment *
Name *
Email *
Website
Save my name, email, and website in this browser for the next time I comment.