କୃଷକମାନଙ୍କୁ କ୍ଷତିପୂରଣ ଦେବାକୁ ମୁଖ୍ୟମନ୍ତ୍ରୀ ନିଶ୍ଚିତ କରିଛନ୍ତି

ଅଦିନିଆ ବର୍ଷା ଯୋଗୁ କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତାର ହାତ ବଢ଼ାଇବା ଲାଗି ସରକାର ପ୍ରତିଶୃତିବଦ୍ଧ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ରବିବାରଦିନ ବିଭିନ୍ନ ଅଞ୍ଚଳରେ କ୍ଷେତ୍ର ପରିଦର୍ଶନ କରିବା ସହ ଚାଷୀଙ୍କ ସହ କ୍ଷୟକ୍ଷତି ବାବଦରେ ଆଲୋଚନା କରିଥିଲେ। ଏହାପରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବା ନେଇ ପ୍ରତିଶୃତି ଦେଇଥିଲେ।

Leave a Reply

Your email address will not be published. Required fields are marked *