ରାଜ୍ୟରେ ଦୈନିକ ଦୁଗ୍ଧ ଉତ୍ପାଦନକୁ ଦ୍ୱିଗୁଣିତ କରିବା ଲକ୍ଷ୍ୟ ନେଇ ଖୁବଶୀଘ୍ର ଅମ୍ବ୍ରେଲା ସ୍କିମ୍ ‘ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’ ହେବ ଆରମ୍ଭ। ଏହା ଅଧୀନରେ ପ୍ରତିବର୍ଷ ୨,୦୦୦ ହିତାଧିକାରୀଙ୍କୁ ୨ଟି କ୍ରସ୍ବ୍ରିଡ୍ ଗାଈ ରଖିବା ପାଇଁ କ୍ଷୁଦ୍ର ଦୁଗ୍ଧ ୟୁନିଟ୍ ପ୍ରତିଷ୍ଠା କରାଯିବ ।
Sense and Sensible