ଡିସେମ୍ବର ୨୫ରେ ମିଳିବ ସୁଭଦ୍ରା ଟଙ୍କା।

ବଡ଼ଦିନରେ ବଡ଼ ଉପହାର,ଡିସେମ୍ବର ୨୫ରେ ମିଳିବ ସୁଭଦ୍ରା ଟଙ୍କା। ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା। ଏଥିପାଇଁ ଯାଞ୍ଚ ପ୍ରକ୍ରିୟା ଜାରି ରହିଥିବାବେଳେ ଆସନ୍ତା ୬ ତାରିଖ ସୁଦ୍ଧା ଆସିବ ଯୋଗ୍ୟ ଓ ଅଯୋଗ୍ୟ ତାଲିକା ଆସିବ। ଏହି ତାଲିକା ବ୍ଲକ୍, ମହାନଗର ନିଗମ ସ୍ତରରେ ପ୍ରକାଶ ପାଇବ l

Leave a Reply

Your email address will not be published. Required fields are marked *