Sense and Sensible
ଭୀଷଣ ବାତ୍ୟା ‘ଦାନା’ ଦୁର୍ବଳ ହୋଇ ଏକ ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳର ଆକାଶ ମେଘାଚ୍ଛନ୍ନ ହେବା ସହ ବର୍ଷା ଲାଗି ରହିଛି। ବିଶେଷ କରି ଛତ୍ତର ଓ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିଛି ।
Your email address will not be published. Required fields are marked *
Comment *
Name *
Email *
Website
Save my name, email, and website in this browser for the next time I comment.