ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆଜି ମହାରାଷ୍ଟ୍ର ଗସ୍ତ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆଜି ମହାରାଷ୍ଟ୍ର ଗସ୍ତ l ବଞ୍ଜାରା ସମ୍ପ୍ରଦାୟର ସମୃଦ୍ଧ ଐତିହ୍ୟକୁ ପାଳନ କରି ବଞ୍ଜାରା ବିରାସତ୍ ସଂଗ୍ରହାଳୟକୁ କରିବେ ଶୁଭ ଉଦଘାଟନ l ସଂନ୍ଧ୍ୟାରେ ବିକେସି ମେଟ୍ରୋ ଷ୍ଟେସନରୁ ମୁମ୍ବାଇର ଆରେ ଜେଭିଏଲଆର ପର୍ଯ୍ୟନ୍ତ ଚାଲିବାକୁ ଥିବା ମେଟ୍ରୋ ଟ୍ରେନକୁ ସେ ପତାକା ଦେଖାଇ କରିବେ ଶୁଭାରମ୍ଭ l

One thought on “ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆଜି ମହାରାଷ୍ଟ୍ର ଗସ୍ତ

Leave a Reply

Your email address will not be published. Required fields are marked *