ସୃଷ୍ଟି ହେଲା ଅବପାତ । ଅବପାତରେ ପରିଣତ ହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ । ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳ ନିକଟରେ କେନ୍ଦ୍ରୀଭୂତ । ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ଅବପାତରେ ପରିଣତ । ଅବପାତ ଉତ୍ତର ଆଡକୁ ଗତି କରି ଆହୁରି ଘନୀଭୂତ ହେବ । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ । ଘନୀଭୂତ ହୋଇ ଗଭୀର ଅବପାତ ରୂପ ନେବା ସମ୍ଭାବନା ।