Sense and Sensible
ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ୨୨ ତାରିଖରୁ ପୁଣି ବଢିବ ବର୍ଷା । ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲା ପାଣିପାଗ କେନ୍ଦ୍ର । ଘଡଘଡି ବିଜୁଳି ସହ ପ୍ରବଳ ବର୍ଷିବ । ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ରହିବ ଲଘୁଚାପର ପ୍ରଭାବ ।
Your email address will not be published. Required fields are marked *
Comment *
Name *
Email *
Website
Save my name, email, and website in this browser for the next time I comment.