ବିଦେଶ ଭ୍ରମଣ କରିବାକୁ ପସନ୍ଦ କରୁଥିବା ଭାରତୀୟଙ୍କ ପାଇଁ ଏକ ଖୁସି ଖବର ଆସିଛି। ଭାରତୀୟମାନେ କୌଣସି ଭିସା ବିନା ବିଶ୍ୱର ୫୮ଟି ଦେଶରେ ପ୍ରବେଶ କରିପାରିବେ। ଲଣ୍ଡନରେ ମୁଖ୍ୟାଳୟ ଥିବା ହେନଲେ ପାସପୋର୍ଟ ଇଣ୍ଡେକ୍ସର ୨୦୨୪ ରିପୋର୍ଟରେ ଏହା ପ୍ରକାଶ ପାଇଛି।
Sense and Sensible