Sense and Sensible
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୫ ଦିନିଆ ଦିଲ୍ଲୀ ଏବଂ ରାଜସ୍ଥାନ ଗସ୍ତରେ ଯାଇଛନ୍ତି। ୨୦ ତାରିଖରେ ଦିଲ୍ଲୀରୁ ରାଜସ୍ଥାନ ଯିବେ। ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ରାଜସ୍ଥାନର ଜୟସାଲମେରରେ ପ୍ରାକ୍ ବଜେଟ ପ୍ରସ୍ତୁତି ଆଲୋଚନାରେ ମୁଖ୍ୟମନ୍ତ୍ରୀ ଭାଗନେବେ।
Your email address will not be published. Required fields are marked *
Comment *
Name *
Email *
Website
Save my name, email, and website in this browser for the next time I comment.