ଦୁର୍ବଳ ହୋଇଛି ପଶ୍ଚିମ ବଙ୍ଗୋପସାଗର ସୃଷ୍ଟି ହୋଇଥିବା ଲଘୁଚାପ । ହେଲେ ଏବେ ବି ଆନ୍ଧ୍ର ଉପକୂଳରେ ସକ୍ରିୟ ରହିଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ପ୍ରବଳ ବର୍ଷା ନେଇ ଆଜି ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଗଞ୍ଜାମ, ଗଜପତି ଓ ପୁରୀରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
