ଲୌହ ମାନବ ସର୍ଦ୍ଦା ବଲ୍ଲଭ ଭାଇ ପଟେଲଙ୍କ ଜନ୍ମ ଜୟନ୍ତୀ ।  ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳୁଛି ସାରା ଦେଶ । 

ଆଜି ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନ୍ମ ଜୟନ୍ତୀ । ଆଜିର ଦିନକୁ ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳନ କରାଯାଉଛି । ଆଜି ସାରା ଦେଶରେ ରନ୍ ଫର ୟୁନିଟି କାର୍ଯ୍ୟକ୍ରମ ଆୟୋଜିତ ହେବ ।

ଗୁଜରାଟ କେୱଡିଆରେ ଥିବା ଷ୍ଟାଚ୍ୟୁଅଫ୍ ୟୁନିଟିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବେ । ଏହା ପରେ ଏକତା ଦିବସ ପରେଡ୍ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ । ଦେଶର ସମସ୍ତ ଜିଲ୍ଲାର ୭୫ ହଜାର ସ୍ଥାନରେ ରନ୍ ଫର ୟୁନିଟି କାର୍ଯ୍ୟକ୍ରମ ଆୟୋଜିତ ହେବ ।

Leave a Reply

Your email address will not be published. Required fields are marked *