୩ ଦିନ ବିରତି ପରେ ଆଜି ପୁଣି ସରଗରମ ହେବ ବିଧାନସଭା

୩ ଦିନ ବିରତି ପରେ ଆଜି ପୁଣି ସରଗରମ ହେବ ବିଧାନସଭା। ୩ ଦିନିିଆ ଓଡ଼ିଶା ଗସ୍ତ ସାରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଫେରିଯିବା ପରେ, ଓଡ଼ିଶା ପାଇଛି କଣ ତାହାକୁ ନେଇ ଗୃହରେ ସରଗରମ ଆଲୋଚନା ହୋଇପାରେ।

Leave a Reply

Your email address will not be published. Required fields are marked *