Sense and Sensible
ଆଗାମୀ ୨୪ ଘଣ୍ଟା ପରେ ରାଜ୍ୟରେ ତାପମାତ୍ରା ବଢିବ । ୩ ରୁ ୪ ଡିଗ୍ରୀ ଯାଏଁ ତାପମାତ୍ରା ବୃଦ୍ଧି ହେବା ସମ୍ଭାବନା । ୯ ତାରିଖରୁ ପଶ୍ଚିମା ଝଡ ଉତ୍ତର ପଶ୍ଚିମ ଭାରତକୁ ପ୍ରଭାବିତ ସମ୍ଭାବନା । ଏହାର ପ୍ରଭାବରେ ଥଣ୍ଡା ବାୟୁର ପ୍ରଭାବ କମିବା ସହ ତାପମାତ୍ରା ବୃଦ୍ଧି ସମ୍ଭାବନା ।
Your email address will not be published. Required fields are marked *
Comment *
Name *
Email *
Website
Save my name, email, and website in this browser for the next time I comment.