ମିଗ୍ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ । ସମୁଦ୍ରକୁ ଡେଇଁ ଜୀବନ ବଞ୍ଚାଇଲେ ପାଇଲଟ ।

ପୁଣି ଦୁର୍ଘଟଣାଗ୍ରସ୍ତ ହେଲା ଭାରତୀୟ ସେନାର ମିଗ୍ ୨୯କେ ବିମାନ । ନିୟମିତ ଉଡାଣ ଭରିବା ବେଳେ ଗୋଆର ସମୁଦ୍ର ଉପରେ ଯାନ୍ତ୍ରିକ ତ୍ରୁଟି ପାଇଁ ଏହି ଲଢୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି ।

ତେବେ ବିମାନଟି ଦୁର୍ଘଟଣାଗ୍ରସ୍ତ ହେବା ପୂର୍ବରୁ ପାଇଲଟ ଉପସ୍ଥିତ ବୁଦ୍ଧି ଖଟାଇ ବିମାନରୁ ଡେଇଁବା ସହ ନିଜ ଜୀବନ ବଞ୍ଚାଇବାରେ ସଫଳ ହୋଇଛନ୍ତି । ପାଇଲଟଙ୍କ ସ୍ୱାସ୍ଥ୍ୟବସ୍ଥା ଏବେ ସ୍ଥିର ରହିଥିବା ବେଳେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

Leave a Reply

Your email address will not be published. Required fields are marked *