ଆଜି ମାର୍ଗଶିର କୃଷ୍ଣ ପ୍ରତିପଦ ତିଥି : ଶ୍ରୀଜିଉଙ୍କ ବନକଲାଗି ନୀତି; ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଆଜି ମାର୍ଗଶିର କୃଷ୍ଣ ପ୍ରତିପଦ ତିଥି । ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ପରେ ୪ ଘଣ୍ଟା ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ । ଅପରାହ୍ନ ୫ଟାରୁ ରାତି ୯ ଟା ଯାଏଁ ବନ୍ଦ ରହିବ ଦର୍ଶନ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *