ଇସ୍ତଫା ଦେଲେ  ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

ଦୀର୍ଘ ୨୪ ବର୍ଷର ଶାସନ ପରେ ଓଡିଶାରେ ନବୀନ ଯୁଗର ହେଲା ଅବସାନ । ୨୦୦୦ ମସିହା ମାର୍ଚ୍ଚ ୫ ତାରିଖରେ ନବୀନ ପଟ୍ଟନାୟକ ପ୍ରଥମଥର ପାଇଁ ମୁଖ୍ୟମନ୍ତ୍ରୀ ହିସାବରେ ଶପଥ ଗ୍ରହଣ କରିଥିଲେ । ଆଜି ୨୦୨୪ ଜୁନ୍ ୫ ରେ  ଇସ୍ତଫା ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜଭବନକୁ ଯାଇ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି  ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି ।

Leave a Reply

Your email address will not be published. Required fields are marked *