ଆସନ୍ତାକାଲି  ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ନେଇ ଓଡିଶା ଚଳଚଞ୍ଚଳ

ଆଜି କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂହ ଓ ବରିଷ୍ଠ ବିଜେପି ନେତା ଭୂପେନ୍ଦ୍ର ଯାଦବଙ୍କ ଉପସ୍ଥିତିରେ ବିଧାୟକ ଦଳ ବୈଠକ ରେ ଘୋଷଣା ହେବ ମୁଖ୍ୟମନ୍ତ୍ରୀଙ୍କ ନାଁ । ବୁଧବାର ଶପଥ ନେବେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ।  କାର୍ଯ୍ୟକ୍ରମ ନେଇ ପୁଲିସ କମିଶନର ସଂଜୀବ ପଣ୍ଡାଙ୍କ ପକ୍ଷରୁ ସୂଚନା । ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ପାଇଁ ଆସନ୍ତା କାଲି ଭୁବନେଶ୍ବରରେ ହେବ ହାଫ ଡେ ଛୁଟି । ଦିନ ଗୋଟାଏ ପରେ ଛୁଟି ରହିବ ବିଏମସି ଅଞ୍ଚଳରେ ଥିବା ସମସ୍ତ ସରକାରୀ ଅନୁଷ୍ଠାନ ଏବଂ ଅଫିସ ।

Leave a Reply

Your email address will not be published. Required fields are marked *