୩ ଦିନିଆ ଦିଲ୍ଲୀ ଗସ୍ତରେ ଓଡିଶାର ମୁଖ୍ୟମନ୍ତ୍ରୀ

ଦିଲ୍ଲୀରେ ଓଡିଶା ବିକାଶର ବ୍ଲୁ ପ୍ରିଣ୍ଟ । ୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀଙ୍କ ସମତେ ଦୁଇ ଉପମୁଖ୍ୟମନ୍ତ୍ରୀ । ରାଷ୍ଟ୍ରପତିଙ୍କ ସହ ସାକ୍ଷାତ ପରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ମୋହନ ମାଝୀ । ଆଜି  ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିବେ ବୋଲି ସୂଚନା ମିଳିଛି । ଏହି ସମୟରେ  ବିଭିନ୍ନ ବିକାଶମୂଳକ ପ୍ରସଙ୍ଗ ଉପରେ ଆଲୋଚନା ହେବ ବୋଲି ଜଣାପଡିଛି  । 

Leave a Reply

Your email address will not be published. Required fields are marked *