ରଥଯାତ୍ରା ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ

ପୁରୀରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ପାଇଁ ସ୍ଵତନ୍ତ୍ର ସମୀକ୍ଷା ବୈଠକ କରିଛନ୍ତି । ରଥଯାତ୍ରା ସାରା ବିଶ୍ଵ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଧାର୍ମିକ ଓ ଆଧ୍ୟାତ୍ମିକ ପର୍ବ । ରଥଯାତ୍ରାରେ ଶୃଙ୍ଖଳିତ ନୀତି ,ଦର୍ଶନ ଓ ସୁରକ୍ଷା କୁ ଗୁରୁତ୍ଵ ଦିଆଯାଇଛି । ମୁଖ୍ୟମନ୍ତ୍ରୀ ରଥଯାତ୍ରା ପାଇଁ ଦୁଇ ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି ।

Leave a Reply

Your email address will not be published. Required fields are marked *