ସୁଭଦ୍ରା ଯୋଜନା ନେଇ ଗଣମାଧ୍ୟମକୁ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା

ରାଜ୍ୟରେ ସୁଭଦ୍ରା ଯୋଜନା ନେଇ ଗଣମାଧ୍ୟମକୁ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା l କହିଲେ ସୁଭଦ୍ରା ଯୋଜନା ନେଇ ସରକାର ଏଯାଏଁ କୌଣସି ବିଜ୍ଞପ୍ତି ପ୍ରକାଶ କରିନାହାନ୍ତି କିମ୍ବା ଏହାର କୌଣସି ଫର୍ମ ବାହାରି ନାହିଁ। ସେପ୍ଟେମ୍ବର ୧୭ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମ ଦିନରେ ସୁଭଦ୍ରା ଯୋଜନା ଲାଗୁ ହେବ।

Leave a Reply

Your email address will not be published. Required fields are marked *