କଳିଙ୍ଗ ଷ୍ଟାଡିୟମ୍ ଠାରେ ଆୟୋଜିତ ହେବ ଜାତୀୟ ସନ୍ତରଣ ପ୍ରତିଯୋଗିତା

ଆସନ୍ତା ୬ ଅଗଷ୍ଟ, ୨୦୨୪ ରିଖ ଠାରୁ ୧୧ ଅଗଷ୍ଟ, ୨୦୨୪ ରିଖ ପର୍ଯ୍ୟନ୍ତ ତୃତୀୟ ଥର ପାଇଁ ଓଡ଼ିଶାର କଳିଙ୍ଗ ଷ୍ଟାଡିୟମ୍ ଠାରେ ଆୟୋଜିତ ହେବ ଜାତୀୟ ସନ୍ତରଣ ପ୍ରତିଯୋଗିତା l ଏଥିର ଓଡିଶାରୁ ବାଳକ ବର୍ଗରେ ୨୧ ଜଣ ଏବଂ ବାଳିକା ବର୍ଗରେ ୧୮ ଜଣ ତଥା ସର୍ବମୋଟ୍ ୩୯ ଜଣ ପ୍ରତିଯୋଗୀ ପ୍ରତିଯୋଗିତାରେ ଭାଗ ନେବେ l

Leave a Reply

Your email address will not be published. Required fields are marked *