ବିସ୍ଥାପିତଙ୍କୁ ମିଳିବ ଜମି ପଟ୍ଟା

ପୂରଣ ହେବ ଦୀର୍ଘ ବର୍ଷର ଦାବି । ବିସ୍ଥାପିତଙ୍କୁ ମିଳିବ ଜମି ପଟ୍ଟା । ଏଇ ବର୍ଷ ଡିସେମ୍ବର ୩୧ ତାରିଖ ସୁଦ୍ଧା ହୀରାକୁଦ ନଦୀବନ୍ଧ ଯୋଜନାରେ ବିସ୍ଥାପିତ ମାନଙ୍କୁ ମିଳିବ ଜମି ପଟ୍ଟା । ବିସ୍ଥାପିତଙ୍କୁ ୧୦ ଡିସିମିଲ୍ ଲେଖାଏଁ ଜମି ଦିଆଯିବ ବୋଲି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କଲେ ଘୋଷଣା l

Leave a Reply

Your email address will not be published. Required fields are marked *