ପ୍ରଥମା’କୁ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଓଡ଼ିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ ପକ୍ଷରୁ ବିକଶିତ ଡାଲିଜାତୀୟ ଗୋ-ଖାଦ୍ୟ ଫସଲ ବିହନ ‘ପ୍ରଥମା’କୁ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ l ଏହା ଦେଶରେ ‘ପିଲିପେସାର’ର ସର୍ବପ୍ରଥମ କିସମ ଅଟେ, ଯାହା କ୍ଷୀର ଉତ୍ପାଦନ ବୃଦ୍ଧି କରିବାରେ ସହାୟକ ହେବ।

Leave a Reply

Your email address will not be published. Required fields are marked *