ବିଶ୍ବପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜ ଗୋପାଳ ସାହୁଙ୍କ ପରଲୋକ

ବିଶ୍ବପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜ ଗୋପାଳ ସାହୁ (ଏଲି)ଙ୍କର ଗତକାଲି ହେଲା ପରଲୋକ l ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ହୋଇଥିଲା। ସେ ଦୀର୍ଘ ୨୩ ବର୍ଷ ଧରି ବରଗଡ଼ ଧନୁଯାତ୍ରାରେ କଂସ ଭୂମିକାରେ ନିଖୁଣ ଅଭିନୟ କରି ଅନେକ ପ୍ରଶଂସା ସାଉଁଟିଥିଲେ।

Leave a Reply

Your email address will not be published. Required fields are marked *