ଜାମ୍ମୁ-କଶ୍ମୀର ଓ ହରିୟାଣା ବିଧାନସଭା ନିର୍ବାଚନ ନେଇ ସାମ୍ବାଦିକ ସମ୍ମିଳନୀ

ନୂଆଦିଲ୍ଲୀ : ବିଧାନସଭା ନିର୍ବାଚନ ନେଇ ମୁଖ୍ୟ ନିର୍ବାଚନ କମିଶନରଙ୍କ ସାମ୍ବାଦିକ ସମ୍ମିଳନୀ.. ଜାମ୍ମୁ-କଶ୍ମୀର ଓ ହରିୟାଣା ବିଧାନସଭା ନିର୍ବାଚନ ନେଇ ସାମ୍ବାଦିକ ସମ୍ମିଳନୀ.. ଜମ୍ମୁ-କାଶ୍ମୀର ବିଧାନସଭା ନିର୍ବାଚନ ତାରିଖ ଘୋଷଣା.. ୩ଟି ପର୍ଯ୍ୟାୟରେ ହେବ ଜମ୍ମୁ-କାଶ୍ମୀର ଭୋଟ୍‌ ଗ୍ରହଣ.. ସେପ୍ଟେମ୍ବର ୧୮, ସେପ୍ଟେମ୍ବର ୨୫, ଅକ୍ଟୋବର ୧ରେ ଭୋଟ୍‌ ଗ୍ରହଣ.. ଅକ୍ଟୋବର ୪ରେ ଜମ୍ମୁ-କାଶ୍ମୀର ନିର୍ବାଚନ ଭୋଟ ଗଣତି.. ଘୋଷଣା କଲେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର..

Leave a Reply

Your email address will not be published. Required fields are marked *