ୟୁକ୍ରେନ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ରୁଷ ସହ ଯୁଦ୍ଧ ଆରମ୍ଭ ହେବା ପରେ ପ୍ରଥମଥର ପାଇଁ ୟୁକ୍ରେନ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ l ସୂଚନା ଅନୁସାରେ, ମୋଦୀ ଆସନ୍ତା ୨୩ ତାରିଖରେ ୟୁକ୍ରେନ ଗସ୍ତ କରିବେ। ୩୦ ବର୍ଷ ପରେ ଭାରତର କୌଣସି ପ୍ରଧାନମନ୍ତ୍ରୀ ୟୁକ୍ରେନ୍‌ରେ ପହଞ୍ଚିବେ l ତେବେ ୟୁକ୍ରେନ୍‌ ଗସ୍ତ ପୂର୍ବରୁ ମୋଦି ଅଗଷ୍ଟ ୨୧ ଓ ୨୨ରେ ପୋଲାଣ୍ଡ ଗସ୍ତ କରିବେ।

Leave a Reply

Your email address will not be published. Required fields are marked *