ଆଜି ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଶ୍ରାଦ୍ଧବାର୍ଷିକୀ

ଆଜି ପବିତ୍ର ଜନ୍ମାଷ୍ଟମୀ ପାଳନବେଳେ କନ୍ଧମାଳ ଜିଲ୍ଲା ଜଲେଶପଟ୍ଟା ଆଶ୍ରମରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ଏବଂ ତାଙ୍କର ୪ ସହଯୋଗୀଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା । ଆଜି ସେହି ହତ୍ୟାକାଣ୍ଡକୁ ପୂରିଛି ୧୬ ବର୍ଷ । ତେଣୁ ଆଜି ହେଉଛି ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଶ୍ରାଦ୍ଧବାର୍ଷିକୀ ।ବିଭିନ୍ନ ଚର୍ଚ୍ଚ ଓ ମନ୍ଦିରରେ ହୋଇଛି ବ୍ୟାପକ ସୁରକ୍ଷା l କନ୍ଧମାଳ ଜିଲ୍ଲାରେ ୨୬ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି।

Leave a Reply

Your email address will not be published. Required fields are marked *