ଆଜି ହେଉଛି ଗୁରୁଦିବସ

ଆଜି ସେପ୍ଟେମ୍ବର ୫ ତାରିଖ। ଗୁରୁ ଦିବସ। ଆଜି ହେଉଛି ମହାନ ଶିକ୍ଷାବିତ୍, ଦାର୍ଶନିକ ତଥା ଭାରତର ଦ୍ୱିତୀୟ ରାଷ୍ଟ୍ରପତି ଭାରତରତ୍ନ ଡକ୍ଟର ସର୍ବପଲ୍ଲୀ ରାଧାକ୍ରୀଷ୍ଣନଙ୍କ ଜନ୍ମଦିନ। ତାଙ୍କର ଜନ୍ମଦିନକୁ ସାରା ଦେଶରେ ଗୁରୁ ଦିବସ ରୂପେ ପାଳନ କରନ୍ତି ।

Leave a Reply

Your email address will not be published. Required fields are marked *