ରାଜ୍ୟର ପ୍ରତି ପଞ୍ଚାୟତରେ ହେବ ମଡେଲ୍ ପ୍ରାଥମିକ ସ୍କୁଲ

ଏଣିକି ରାଜ୍ୟର ପ୍ରତି ପଞ୍ଚାୟତରେ ହେବ ମଡେଲ୍ ପ୍ରାଥମିକ ସ୍କୁଲ। ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ ପାଇଁ ରାଜ୍ୟ ସରକାର ନେଲେ ନିଷ୍ପତ୍ତି l ମଡେଲ୍ ସ୍କୁଲ୍ ଗୁଡ଼ିକର ନାଁ ରହିବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ୫୦୦ଟି ସ୍କୁଲ ହେବ ବିକଶିତ ।

Leave a Reply

Your email address will not be published. Required fields are marked *