ଗୁରୁ ଦିବସରେ ‘ରାଷ୍ଟ୍ରୀୟ ଶିକ୍ଷକ ପୁରସ୍କାର- ୨୦୨୪’

ଗୁରୁ ଦିବସରେ ‘ରାଷ୍ଟ୍ରୀୟ ଶିକ୍ଷକ ପୁରସ୍କାର- ୨୦୨୪’ ପ୍ରଦାନ କଲେ ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ l ଦେଶର ଶ୍ରେଷ୍ଠ ୫୦ ଜଣ ଶିକ୍ଷକ ‘ଜାତୀୟ ଶିକ୍ଷକ ପୁରସ୍କାର’ରେ ହେଲେ ସମ୍ମାନିତ l ଓଡ଼ିଶାର ଡ. ଦ୍ୱିତୀ ଚନ୍ଦ୍ର ସାହୁ ଏବଂ ସନ୍ତୋଷ କୁମାର କରଙ୍କୁ ମିଳିଲା ‘ରାଷ୍ଟ୍ରୀୟ ଶିକ୍ଷକ ପୁରସ୍କାର l

Leave a Reply

Your email address will not be published. Required fields are marked *