ଯୁକ୍ତ ୨ ଛାତ୍ରୀଛାତ୍ରଙ୍କୁ ମାଗଣାରେ ଦିଆଯିବ କୋଚିଂ

ଏଣିକି ଯୁକ୍ତ ୨ ଛାତ୍ରୀଛାତ୍ରଙ୍କୁ ମାଗଣାରେ କୋଚିଂ ଦିଆଯିବା ନେଇ ସରକାର ନିଷ୍ପତ୍ତି ନେଇଛନ୍ତି । ପୂର୍ବରୁ ବିଜ୍ଞାନ ଛାତ୍ରୀଛାତ୍ରଙ୍କ ପାଇଁ ଏହି ସୁବିଧା ରହିଥିବାବେଳେ ଏବେ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପାଇଁ ଛାତ୍ରୀଛାତ୍ରଙ୍କୁ ମାଗଣାରେ କୋଚିଂ ଦିଆଯିବ। ସେପ୍ଟେମ୍ବର ୧୨ରେ ଓରିଏଣ୍ଟେସନ ଏବଂ ୧୭ରୁ ଅନଲାଇନ ପାଠପଢା ହେବ ଆରମ୍ଭ ।

Leave a Reply

Your email address will not be published. Required fields are marked *